ଗୋଦାବରୀଶ ମହାପାତ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର , ୦୧ ଅକ୍ଟୋବର (ହି.ସ.) – ବିଶିଷ୍ଟ କବି, ଔପନ୍ୟାସିକ ତଥା ଶିଶୁ ସାହିତ୍ୟିକ ସ୍ୱର୍ଗତ ଗୋଦାବରୀଶ ମହାପାତ୍ରଙ୍କ ଜୟନ୍ତୀ ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରଦ୍ଧାଂଜଳି ଜଣାଇଛନ୍ତି। ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ଓଡ଼ିଶାର ବିଶିଷ୍ଟ କବି, ଔପନ୍ୟାସିକ ତଥା
ଗୋଦାବରୀଶ ମହାପାତ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର , ୦୧ ଅକ୍ଟୋବର (ହି.ସ.) – ବିଶିଷ୍ଟ କବି, ଔପନ୍ୟାସିକ ତଥା ଶିଶୁ ସାହିତ୍ୟିକ ସ୍ୱର୍ଗତ ଗୋଦାବରୀଶ ମହାପାତ୍ରଙ୍କ ଜୟନ୍ତୀ ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରଦ୍ଧାଂଜଳି ଜଣାଇଛନ୍ତି।

ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ଓଡ଼ିଶାର ବିଶିଷ୍ଟ କବି, ଔପନ୍ୟାସିକ ତଥା ଶିଶୁ ସାହିତ୍ୟିକ ସ୍ୱର୍ଗତ ଗୋଦାବରୀଶ ମହାପାତ୍ରଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande