ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 1 ଅକ୍ଟୋବର (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି. ଆଦରଣୀୟ ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା।
ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 1 ଅକ୍ଟୋବର (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି. ଆଦରଣୀୟ ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ଆପଣଙ୍କର ସାର୍ବଜନିନ ଜୀବନ ସମର୍ପଣ, ଗରିମା ଓ ନିଷ୍ଠାର ଏକ ଅଦ୍ୱିତୀୟ ଉଦାହରଣ।ସମ୍ବିଧାନିକ ମୂଲ୍ୟବୋଧର ସୁରକ୍ଷା ଏବଂ ସମାଜର ପ୍ରତ୍ୟେକ ଶ୍ରେଣୀର ସଶକ୍ତିକରଣ ପାଇଁ ଆପଣଙ୍କର ପ୍ରୟାସ ପ୍ରେରଣାଦାୟୀ। ଭଗବାନ୍ ଆପଣଙ୍କୁ ସ୍ୱାସ୍ଥ୍ୟପୂର୍ଣ ଓ ଦୀର୍ଘାୟୁ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande