ଭୁବନେଶ୍ୱର, 01 ଅକ୍ଟୋବର (ହି.ସ.) ଉପ ମୁଖ୍ୟମନ୍ତ୍ରୀ କନକ ବର୍ଧନ ସିଂହଦେଓ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ସୁରେନ୍ଦ୍ରନାଥ ଦ୍ବିବେଦୀଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ, ସାମ୍ବାଦିକ ତଥା ରାଜନେତା ସୁରେନ୍ଦ୍ରନାଥ ଦ୍ବିବେଦୀଙ୍କ ତିରୋଧାନ ଦିବସରେ ତାଙ୍କର ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ