ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, 01 ଅକ୍ଟୋବର (ହି.ସ.) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି.ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଜୀଙ୍କୁ ଜନ୍ମଦିନର ହାର୍ଦ୍ଧିକ ଶୁଭେଚ୍ଛା। ରାଷ୍ଟ୍ର ପ୍ରତି ତାଙ
ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ


ନୂଆଦିଲ୍ଲୀ, 01 ଅକ୍ଟୋବର (ହି.ସ.) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି.ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଜୀଙ୍କୁ ଜନ୍ମଦିନର ହାର୍ଦ୍ଧିକ ଶୁଭେଚ୍ଛା। ରାଷ୍ଟ୍ର ପ୍ରତି ତାଙ୍କର ବିଶିଷ୍ଟ ସେବା ଓ ଜନକଲ୍ୟାଣ ପ୍ରତି ସମର୍ପଣ ତାଙ୍କୁ ଅପାର ସମ୍ମାନ ଦେଇଛି।

ବିଭିନ୍ନ ବିଷୟରେ ତାଙ୍କର ଦୂରଦୃଷ୍ଟି ଓ ପରାମର୍ଶ ଅତ୍ୟନ୍ତ ମୂଲ୍ୟବାନ।ପ୍ରଭୁ ତାଙ୍କୁ ଶୁଭ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ହେବା ପାଇଁ ଆଶୀର୍ବାଦ ଦିଅନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande