ଡିଜିପିଙ୍କ ମାଆଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, 1 ଅକ୍ଟୋବର (ହି.ସ.)- ଡିଜିପିଙ୍କ ମାଆ କମଲେଶ ଖୁରାନିଆଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୁଲିସ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୂର ଖୁରାନିଆଙ୍କ
ଡିଜିପିଙ୍କ ମାଆଙ୍କ     ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ


ଭୁବନେଶ୍ୱର, 1 ଅକ୍ଟୋବର (ହି.ସ.)- ଡିଜିପିଙ୍କ

ମାଆ କମଲେଶ ଖୁରାନିଆଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

। ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୁଲିସ ମହାନିର୍ଦ୍ଦେଶକ ଶ୍ରୀ

ଯୋଗେଶ ବାହାଦୂର ଖୁରାନିଆଙ୍କ ମାଆ କମଲେଶ ଖୁରାନିଆଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ

ଦୁଃଖିତ । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଦିବଙ୍ଗତ ଆତ୍ମାଙ୍କୁ ଶାନ୍ତି ପ୍ରଦାନ କରିବା ସହ ତାଙ୍କ

ପରିବାରବର୍ଗଙ୍କୁ ଏହି ଦୁଃଖ ସହିବାର ଶକ୍ତି ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande