ଭୁବନେଶ୍ୱର, 1 ଅକ୍ଟୋବର (ହି.ସ.)- ପବିତ୍ର ମହା
ନବମୀର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ
ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ମହା ନବମୀ ଅବସରରେ ଆପଣମାନଙ୍କୁ ଶୁଭେଚ୍ଛା ଓ
ଶୁଭକାମନା ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା