ଜାତୀୟ ଡାକ ଦିବସର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 10 ଅକ୍ଟୋବର (ହି.ସ.) - ଜାତୀୟ ଡାକ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଆଜି ଜାତୀୟ ଡାକ ଦିବସ ଅବସରରେ ଡାକ ବିଭାଗର ସମସ୍ତ ଭାଇଭଉଣୀଙ୍କୁ ଅନେକ ଅନେକ ଶୁଭେଚ୍ଛା ଏବଂ
ଜାତୀୟ ଡାକ ଦିବସର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 10 ଅକ୍ଟୋବର (ହି.ସ.)

- ଜାତୀୟ ଡାକ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଆଜି ଜାତୀୟ ଡାକ ଦିବସ

ଅବସରରେ ଡାକ ବିଭାଗର ସମସ୍ତ ଭାଇଭଉଣୀଙ୍କୁ ଅନେକ ଅନେକ ଶୁଭେଚ୍ଛା ଏବଂ ଅଭିନନ୍ଦନ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande