ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 11 ଅକ୍ଟୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକ ନାୟକ ଜୟ ପ୍ରକାଶ ନାରାୟଣଙ୍କୁ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସମ୍ପୂର୍ଣ୍ଣ କ୍ରାନ୍ତିର ପ୍ରଣେତା ଲୋକନାୟକ ସ୍ବର୍ଗତ ଜୟପ୍ରକାଶ ନାରାୟଣଙ୍କ ଜୟ
ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 11 ଅକ୍ଟୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକ ନାୟକ ଜୟ ପ୍ରକାଶ ନାରାୟଣଙ୍କୁ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସମ୍ପୂର୍ଣ୍ଣ କ୍ରାନ୍ତିର ପ୍ରଣେତା ଲୋକନାୟକ ସ୍ବର୍ଗତ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande