ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 12 ଅକ୍ଟୋବର (ହି.ସ) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅକ୍ଷୟ ମହାନ୍ତି (ଖୋକା ଭାଇ)ଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ବିଶିଷ୍ଟ କବି, ଗାଳ୍ପିକ ତଥା କିମ୍ବଦନ୍ତୀ ଗାୟକ ଅକ୍ଷୟ ମହାନ୍ତି (ଖୋକା ଭାଇ)ଙ୍କ ଜୟନ୍ତୀ ଅବସରରେ ଭକ୍ତିପ
ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 12 ଅକ୍ଟୋବର (ହି.ସ) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅକ୍ଷୟ ମହାନ୍ତି (ଖୋକା ଭାଇ)ଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ବିଶିଷ୍ଟ କବି, ଗାଳ୍ପିକ ତଥା କିମ୍ବଦନ୍ତୀ ଗାୟକ ଅକ୍ଷୟ ମହାନ୍ତି (ଖୋକା ଭାଇ)ଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ପ୍ରଣାମ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande