ଭୁବନେଶ୍ୱର, 12 ଅକ୍ଟୋବର (ହି.ସ) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଆଧୁନିକ ଓଡ଼ିଆ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟକ ଓ ଔପନ୍ୟାସିକ ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ