ଭୁବନେଶ୍ୱର, 13 ଅକ୍ଟୋବର (ହି.ସ.)ଭୁବନେଶ୍ୱର ସରକାନ୍ତରାରେ ଏମ୍ସରେ କାମ କରୁଥିବା ଜଣେ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଜଣା ପଡିଛି । ଏମ୍ସରେ କାମ କରୁଥିବା ସୁଧାଂଶୁ ଖୁଣ୍ଟିଆଙ୍କ ଉପରେ ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ଜଣାଯାଇଛି। ସ୍କୁଟିରେ ଦୁର୍ବୃତ୍ତ ଆସି ଗୁଳି ମାରିଛି । ପୂର୍ବ ଶତ୍ରୁତା କାରଣରୁ ଏହି ହତ୍ୟା କରାଯାଇଥିବା ନେଇ ଅନୁମାନ କରାଯାଉଛି । ପୋଲିସ ମାମଲାର ତଦନ୍ତ ଜାରୀ ରଖିଛି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ