ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ମାତୃ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ଭୁବନେଶ୍ୱର, ୧୪ ଅକ୍ଟୋବର (ହି.ସ.)- ନୂଆପଡ଼ା ଜିଲ୍ଲାର ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯଦୁମଣି ପାଣିଗ୍ରାହୀଙ୍କ ମାଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ଏକ୍ସରେ କେନ୍ଦ୍ରମନ୍ତ୍ର୍ରୀ ଲେଖିଛନ୍ତି ନୂଆପଡ଼ା ଜିଲ୍ଲାର ଆମ ଦଳର ନେତା ତଥା ରାଜ୍ୟ କାର୍ଯ୍ୟ
ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ମାତୃ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ


ଭୁବନେଶ୍ୱର, ୧୪ ଅକ୍ଟୋବର (ହି.ସ.)- ନୂଆପଡ଼ା ଜିଲ୍ଲାର ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯଦୁମଣି ପାଣିଗ୍ରାହୀଙ୍କ ମାଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି।

ଏକ୍ସରେ କେନ୍ଦ୍ରମନ୍ତ୍ର୍ରୀ ଲେଖିଛନ୍ତି ନୂଆପଡ଼ା ଜିଲ୍ଲାର ଆମ ଦଳର ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯଦୁମଣି ପାଣିଗ୍ରାହୀଙ୍କ ମା’ ଆହ୍ଲାଦିନି ପାଣିଗ୍ରାହୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ଜଣେ ମେଳାପି, ମିଷ୍ଟଭାଷୀ ଓ ଧର୍ମପରାୟଣ ମହିଳା ଥିଲେ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। ଓଁ ଶାନ୍ତି

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande