ଭୁବନେଶ୍ୱର, 15 ଅକ୍ଟୋବର (ହି.ସ.)ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଆଜି ଲୋକସେବା ଭବନ ସମ୍ମେଳନ କକ୍ଷରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଅଷ୍ଟମ ପୋଷଣ ମାହ ସମାରୋହ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ