ଅକ୍ଟୋବର ୧୫ ଓ ୧୬ ତାରିଖ ଏବଂ ୧୯ରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ
ଭୁବନେଶ୍ୱର, ୧୫ ଅକ୍ଟୋବର (ହି.ସ.)- ଅକ୍ଟୋବର୧୫ ଓ ୧୬ ତାରିଖ ଏବଂ ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ୧୭ ଓ ୧୮ ତାରିଖରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ
ଅକ୍ଟୋବର ୧୫ ଓ ୧୬ ତାରିଖ ଏବଂ ୧୯ରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ


ଭୁବନେଶ୍ୱର, ୧୫ ଅକ୍ଟୋବର (ହି.ସ.)- ଅକ୍ଟୋବର୧୫ ଓ ୧୬ ତାରିଖ ଏବଂ ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ୧୭ ଓ ୧୮ ତାରିଖରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବୁଧବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande