ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଆଗାମୀ ୨ ଦିନ ପାଇଁ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୫ ଅକ୍ଟୋବର (ହି.ସ.)- ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଆଗାମୀ ୨ ଦିନ (ଆଜି ଓ ଆସନ୍ତାକାଲି)ପାଇଁ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ତେବେ ଆସନ୍ତା ୧୭ ତାରିଖ ଠାରୁ ୨୧
ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଆଗାମୀ ୨ ଦିନ ପାଇଁ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୫ ଅକ୍ଟୋବର (ହି.ସ.)- ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଆଗାମୀ ୨ ଦିନ (ଆଜି ଓ ଆସନ୍ତାକାଲି)ପାଇଁ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ତେବେ ଆସନ୍ତା ୧୭ ତାରିଖ ଠାରୁ ୨୧ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବୁଧବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande