ଗତ ୨୪ ଘଂଟା ମଧ୍ୟରେ କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ରେ ୪.୪ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୬ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ରେ ହାଲୁକା ବର୍ଷା ହୋଇଛି । ସେଠାରେ ୪.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande