ଆଜି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ, ୧୭ ଓ ୧୮ ତାରିଖରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା
ଭୁବନେଶ୍ୱର, ୧୬ ଅକ୍ଟୋବର (ହି.ସ.)- ଆଜି ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ୧୯ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ୧୭ ଓ ୧୮ ତାରିଖରେ ପାଗ ମୁଖ୍ୟତଃ
ଆଜି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ, ୧୭ ଓ ୧୮ ତାରିଖରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା


ଭୁବନେଶ୍ୱର, ୧୬ ଅକ୍ଟୋବର (ହି.ସ.)- ଆଜି ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ୧୯ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ୧୭ ଓ ୧୮ ତାରିଖରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande