ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି ସମଗ୍ର ଦେଶରୁ ପ୍ରତ୍ୟାହାର ହୋଇଯାଇଛି
ଭୁବନେଶ୍ୱର, ୧୬ ଅକ୍ଟୋବର (ହି.ସ.)- ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି, ୧୬ ଅକ୍ଟୋବର ୨୦୨୫ ରେ ସମଗ୍ର ଦେଶରୁ ପ୍ରତ୍ୟାହାର ହୋଇଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande