ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୬ ଅକ୍ଟୋବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ତେବେ ଆସନ୍ତା ୧୭ ତାରିଖ ଠାରୁ ୨୨ ତାରିଖ ପର୍ଯ୍ୟନ୍ତ କୌ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୬ ଅକ୍ଟୋବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ତେବେ ଆସନ୍ତା ୧୭ ତାରିଖ ଠାରୁ ୨୨ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande