ଭୁବନେଶ୍ୱର, 16 ଅକ୍ଟୋବର (ହି.ସ.)
- ନବୀନ
ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ
ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭକାମନା ।
ମହାପ୍ରଭୁଙ୍କ ପାଖରେ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ସହ ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା