ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, 16 ଅକ୍ଟୋବର (ହି.ସ.)- ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥ ତ
ନବୀନ ପଟ୍ଟନାୟକଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ


ଭୁବନେଶ୍ୱର, 16 ଅକ୍ଟୋବର (ହି.ସ.)- ନବୀନ ପଟ୍ଟନାୟକଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ

ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ।

ମହାପ୍ରଭୁ ଶ୍ରୀ ଜଗନ୍ନାଥ ତାଙ୍କୁ ଉତମ ସ୍ୱାସ୍ଥ୍ୟ, ସୁଖ ଓ ସୁଦୀର୍ଘ ଜୀବନ ପ୍ରଦାନ କରନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande