ଭୁବନେଶ୍ୱର, 16 ଅକ୍ଟୋବର (ହି.ସ.)- ନବୀନ
ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା
ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମ ଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଦୀର୍ଘ, ସୁସ୍ଥ ଏବଂ ନିରାମୟ
ଜୀବନ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା