ଭୁବନେଶ୍ୱର, 16 ଅକ୍ଟୋବର (ହି.ସ.)- ନବୀନ
ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ
ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ
ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ
ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା