ଭବାନୀପାଟଣାରେ ହାଲୁକା, ରାଉରକେଲାରେ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ
ଭୁବନେଶ୍ୱର, ୧୭ ଅକ୍ଟୋବର (ହି.ସ.)- ଆଜି ସକାଳେ ରାଉରକେଲାରେ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ସେହିପରି ଭବାନୀପାଟଣାରେ ହାଲୁକା କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି ।
ଭବାନୀପାଟଣାରେ ହାଲୁକା, ରାଉରକେଲାରେ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ


ଭୁବନେଶ୍ୱର, ୧୭ ଅକ୍ଟୋବର (ହି.ସ.)- ଆଜି ସକାଳେ ରାଉରକେଲାରେ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ସେହିପରି ଭବାନୀପାଟଣାରେ ହାଲୁକା କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande