ଆଜି ଓ ଆସନ୍ତାକାଲି ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ : ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ
ଭୁବନେଶ୍ୱର, ୧୭ ଅକ୍ଟୋବର (ହି.ସ.)- ଆଜି ଓ ଆସନ୍ତାକାଲି ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ୧୯ ତାରିଖ ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜ
ଆଜି ଓ ଆସନ୍ତାକାଲି ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ : ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ


ଭୁବନେଶ୍ୱର, ୧୭ ଅକ୍ଟୋବର (ହି.ସ.)- ଆଜି ଓ ଆସନ୍ତାକାଲି ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ୧୯ ତାରିଖ ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande