ଭୁବନେଶ୍ୱର, 17 ଅକ୍ଟୋବର (ହି.ସ.)- ସ୍ୱାଧୀନତା
ସଂଗ୍ରାମୀ ସାରଙ୍ଗଧର ଦାସଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗଡ଼ଜାତ ଗାନ୍ଧୀ ଭାବରେ ପରିଚିତ
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସାରଙ୍ଗଧର ଦାସଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା