'ଗଡ଼ଜାତ ଗାନ୍ଧୀ' ସାରଙ୍ଗଧର ଦାସଙ୍କୁ ନମନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 17 ଅକ୍ଟୋବର (ହି.ସ.)- ''ଗଡ଼ଜାତ ଗାନ୍ଧୀ'' ସାରଙ୍ଗଧର ଦାସଙ୍କୁ ନମନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବୀର ସ୍ଵାଧୀନତା ସଂଗ୍ରାମୀ, ଗଡ଼ଜାତ ପ୍ରଜାମଣ୍ଡଳ ଆନ୍ଦୋଳନର ଅନ୍ୟତ
'ଗଡ଼ଜାତ ଗାନ୍ଧୀ'   ସାରଙ୍ଗଧର ଦାସଙ୍କୁ ନମନ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 17 ଅକ୍ଟୋବର (ହି.ସ.)- 'ଗଡ଼ଜାତ ଗାନ୍ଧୀ' ସାରଙ୍ଗଧର ଦାସଙ୍କୁ ନମନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ

ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବୀର ସ୍ଵାଧୀନତା ସଂଗ୍ରାମୀ,

ଗଡ଼ଜାତ ପ୍ରଜାମଣ୍ଡଳ ଆନ୍ଦୋଳନର ଅନ୍ୟତମ ପୁରୋଧା 'ଗଡ଼ଜାତ ଗାନ୍ଧୀ' ସାରଙ୍ଗଧର ଦାସଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande