ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା
ଭୁବନେଶ୍ୱର, 17 ଅକ୍ଟୋବର (ହି.ସ.) -ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ସିଏଚଏସଇପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା । ଡିସେମ୍ବର ୧୫ ତାରିଖ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ । ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ର
ଫେବ୍ରୁଆରୀ ୧୫ରୁ ୨୫ ଭିତରେ     ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା


ଭୁବନେଶ୍ୱର, 17 ଅକ୍ଟୋବର (ହି.ସ.) -ଫେବ୍ରୁଆରୀ

୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ସିଏଚଏସଇପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା । ଡିସେମ୍ବର ୧୫ ତାରିଖ

ସୁଦ୍ଧା ମିଳିବ ଆଡମିଟ୍ କାର୍ଡ । ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ରୁ ୩୧ ଯାଏଁ ହେବ । ଜାନୁଆରୀ

୨ରୁ ୧୫ ଯାଏଁ ହେବ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା

ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା । ଏଥର ମୋଟ୍ ୧୩୪୯ ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande