ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସାରଙ୍ଗଧର ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 17 ଅକ୍ଟୋବର (ହି.ସ.)- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସାରଙ୍ଗଧର ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ''ଗଡ଼ଜାତ ଗାନ୍ଧୀ'' ଭାବେ ସୁପରିଚିତ
ବିଶିଷ୍ଟ ସ୍ୱାଧୀନତା     ସଂଗ୍ରାମୀ ସାରଙ୍ଗଧର ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 17 ଅକ୍ଟୋବର (ହି.ସ.)- ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ ସାରଙ୍ଗଧର ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ

ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, 'ଗଡ଼ଜାତ ଗାନ୍ଧୀ' ଭାବେ ସୁପରିଚିତ

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସାରଙ୍ଗଧର ଦାସଙ୍କ ତ୍ୟାଗ, ସଙ୍ଘର୍ଷ ଓ ସମର୍ପଣ ପିଢ଼ି ପରେ ପିଢ଼ି ସମସ୍ତଙ୍କ ପାଇଁ

ପ୍ରେରଣାଦାୟୀ ସାଜିଆସିଛି । ଏହି ମହାନ

ବିପ୍ଲବୀଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande