ମହିମୁଣ୍ଡା ଠାରେ ପିଏମ୍ ସୂର୍ଯ୍ୟ ଘର ମୁଫ୍ତ ବିଜୁଳି ଯୋଜନା ଅଧୀନରେ ଶାନ୍ତିଲତା ମେଷୁଆଙ୍କ ଘର ଛାତରେ ସୋଲାର ପ୍ୟାନେଲ ସ୍ଥାପନାର ଶୁଭ ଉଦଘାଟନ
ବଲାଙ୍ଗିର, ୧୮ ଅକ୍ଟୋବର (ହି.ସ.)- ପଶ୍ଚିମ ଓଡିଶାରେ ପ୍ରଥମ ଥର ପାଇଁ ବଲାଙ୍ଗିର ଜିଲ୍ଲା ପୁଇଁତଳା ବ୍ଲକ ଅନ୍ତର୍ଗତ ମହିମୁଣ୍ଡା ଠାରେ ପିଏମ୍ ସୂର୍ଯ୍ୟ ଘର ମୁଫ୍ତ ବିଜୁଳି ଯୋଜନା ଅଧୀନରେ ଶ୍ରୀମତୀ ଶାନ୍ତିଲତା ମେଷୁଆଙ୍କ ଘର ଛାତରେ ସୋଲାର ପ୍ୟାନେଲ ସ୍ଥାପନାର ଶୁଭ ଉଦଘାଟନ ହୋଇଥିଲା । ଏହି କାର୍ଯ୍ୟକ୍
ମହିମୁଣ୍ଡା ଠାରେ ପିଏମ୍ ସୂର୍ଯ୍ୟ ଘର ମୁଫ୍ତ ବିଜୁଳି ଯୋଜନା ଅଧୀନରେ ଶାନ୍ତିଲତା ମେଷୁଆଙ୍କ ଘର ଛାତରେ ସୋଲାର ପ୍ୟାନେଲ ସ୍ଥାପନାର ଶୁଭ ଉଦଘାଟନ


ମହିମୁଣ୍ଡା ଠାରେ ପିଏମ୍ ସୂର୍ଯ୍ୟ ଘର ମୁଫ୍ତ ବିଜୁଳି ଯୋଜନା ଅଧୀନରେ ଶାନ୍ତିଲତା ମେଷୁଆଙ୍କ ଘର ଛାତରେ ସୋଲାର ପ୍ୟାନେଲ ସ୍ଥାପନାର ଶୁଭ ଉଦଘାଟନ


ମହିମୁଣ୍ଡା ଠାରେ ପିଏମ୍ ସୂର୍ଯ୍ୟ ଘର ମୁଫ୍ତ ବିଜୁଳି ଯୋଜନା ଅଧୀନରେ ଶାନ୍ତିଲତା ମେଷୁଆଙ୍କ ଘର ଛାତରେ ସୋଲାର ପ୍ୟାନେଲ ସ୍ଥାପନାର ଶୁଭ ଉଦଘାଟନ


ମହିମୁଣ୍ଡା ଠାରେ ପିଏମ୍ ସୂର୍ଯ୍ୟ ଘର ମୁଫ୍ତ ବିଜୁଳି ଯୋଜନା ଅଧୀନରେ ଶାନ୍ତିଲତା ମେଷୁଆଙ୍କ ଘର ଛାତରେ ସୋଲାର ପ୍ୟାନେଲ ସ୍ଥାପନାର ଶୁଭ ଉଦଘାଟନ


ବଲାଙ୍ଗିର, ୧୮ ଅକ୍ଟୋବର (ହି.ସ.)- ପଶ୍ଚିମ ଓଡିଶାରେ ପ୍ରଥମ ଥର ପାଇଁ ବଲାଙ୍ଗିର ଜିଲ୍ଲା ପୁଇଁତଳା ବ୍ଲକ ଅନ୍ତର୍ଗତ ମହିମୁଣ୍ଡା ଠାରେ ପିଏମ୍ ସୂର୍ଯ୍ୟ ଘର ମୁଫ୍ତ ବିଜୁଳି ଯୋଜନା ଅଧୀନରେ ଶ୍ରୀମତୀ ଶାନ୍ତିଲତା ମେଷୁଆଙ୍କ ଘର ଛାତରେ ସୋଲାର ପ୍ୟାନେଲ ସ୍ଥାପନାର ଶୁଭ ଉଦଘାଟନ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ, ଅନ୍ୟତମ ଅତିଥି ଭାବେ ମୁଖ୍ୟ ନିର୍ବାହୀ ଅଧିକାରୀ, ଟିପିଡବ୍ଲୁଓଡିଏଲ୍ ପ୍ରବୀଣ ବର୍ମା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୁଇଁତଳା ଅମରେନ୍ଦ୍ର ସ୍ଵାଇଁ, ସରପଞ୍ଚ ମହିମୁଣ୍ଡା ରଞ୍ଜିତା ଭୋଇ ପ୍ରମୁଖ ଉପସ୍ଥିତ ଥିଲେ ।

ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ପଶ୍ଚିମ ଓଡ଼ିଶା ବଣ୍ଟନ ଲିମିଟେଡ୍ (ଟିପିଡବ୍ଲୁଓଡିଏଲ୍)ଙ୍କ ଦ୍ଵାରା ପରିଚାଳିତ ପିଏମ୍ ସୂର୍ଯ୍ୟ ଘର ମୁଫ୍ତ ବିଜୁଳି ଯୋଜନା ଅଧୀନରେ ଘର ଛାତରେ ସୋଲାର ପ୍ୟାନେଲ ସ୍ଥାପନାକୁ ପ୍ରୋତ୍ସାହିତ କରିବା ପାଇଁ ବିଶେଷ ଗୁରୁତ୍ଵ ପ୍ରଦାନ କରାଯାଉଅଛି । ପିଏମ ସୂର୍ଯ୍ୟଘର ପୋର୍ଟାଲରେ ଉପଭୋକ୍ତା ମାନେ ଆବେଦନ କରି ଏକକାଳୀନ ସ୍ୱଳ୍ପ ବିନିଯୋଗରେ ଦୀର୍ଘକାଳୀନ ସୁବିଧା ତଥା ସରକାରଙ୍କ ଦ୍ଵାରା ପ୍ରଦାନ କରାଯାଉଥିବା ରିହାତି ଓ ଋଣ ର ଲାଭ ଉଠାଇ ପାରିବେ ।

ଆଜିର ଏହି କାର୍ଯ୍ୟକ୍ରମରେ ଟିପିଡବ୍ଲୁଓଡିଏଲ୍ ର ସମସ୍ତ ଅଧିକାରୀ ଓ କର୍ମଚାରୀ ବୃନ୍ଦ ତଥା ମହିମୁଣ୍ଡାର ଗ୍ରାମବାସୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande