ଭୁବନେଶ୍ୱର, ୧୮ ଅକ୍ଟୋବର (ହି.ସ.)- ଆଜି ସକାଳେ ଭବାନୀପାଟଣାରେ ହାଲୁକା କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ