ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି
ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣା କରାଯାଇଛି । ନୂଆପଡ଼ା ଜିଲ୍ଲା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ଓ ମାଜିଷ୍ଟେରିଆଲ କୋର୍ଟ ବନ୍ଦ ରହିବ । ୨୦ରେ ନୂଆପଡ଼ାରେ ସରକାରୀ କାର୍ଯ୍ୟାଳୟ/ ମାଜିଷ୍ଟ
ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି


ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ

ଛୁଟି ଘୋଷଣା କରାଯାଇଛି । ନୂଆପଡ଼ା ଜିଲ୍ଲା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ

ଓ ମାଜିଷ୍ଟେରିଆଲ କୋର୍ଟ ବନ୍ଦ ରହିବ । ୨୦ରେ ନୂଆପଡ଼ାରେ ସରକାରୀ କାର୍ଯ୍ୟାଳୟ/ ମାଜିଷ୍ଟେରିଆଲ

କୋର୍ଟ ଖୋଲା ରହିବ । ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande