ପବିତ୍ର ଧନତେରସର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- ପବିତ୍ର ଧନତେରସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଧନତେରସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଭଗବାନ
ପବିତ୍ର ଧନତେରସର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- ପବିତ୍ର ଧନତେରସର ଶୁଭେଚ୍ଛା ଜଣାଇଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ପବିତ୍ର ଧନତେରସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଭଗବାନ

ଧନ୍ୱନ୍ତରୀଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି, ସମୃଦ୍ଧିରେ

ପରିପୂର୍ଣ୍ଣ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande