୪୮, ୬୯୩ ଜଣ ହିତାଧିକାରୀଙ୍କୁ ଗୃହ ନିର୍ମାଣ ନିମନ୍ତେ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ''ଅନ୍ତ୍ୟୋଦୟ ଗୃହ ଯୋଜନା'' ର ତୃତୀୟ ପର୍ଯ୍ୟାୟରେ ୪୮, ୬୯୩ ଜଣ ହିତାଧିକାରୀଙ୍କୁ ଗୃହ ନିର୍ମାଣ ନିମନ୍ତେ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି । ଗ୍ରାମାଞ୍ଚଳରେ ସରକାରୀ ଜନସେବାକୁ ଆହୁରି
୪୮, ୬୯୩ ଜଣ ହିତାଧିକାରୀଙ୍କୁ ଗୃହ ନିର୍ମାଣ ନିମନ୍ତେ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି 'ଅନ୍ତ୍ୟୋଦୟ ଗୃହ ଯୋଜନା' ର ତୃତୀୟ ପର୍ଯ୍ୟାୟରେ ୪୮, ୬୯୩ ଜଣ ହିତାଧିକାରୀଙ୍କୁ ଗୃହ ନିର୍ମାଣ ନିମନ୍ତେ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି । ଗ୍ରାମାଞ୍ଚଳରେ ସରକାରୀ ଜନସେବାକୁ ଆହୁରି ଲୋକାଭିମୁଖୀ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୪୭୧ଟି ନୂତନ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande