ଆଗାମୀ ୨ ଦିନ କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇପାରେ
ଭୁବନେଶ୍ୱର, ୧୯ ଅକ୍ଟୋବର (ହି.ସ.)- ଆଗାମୀ ୨ ଦିନ ତଥା ୨୧ ତାରିଖ ସକାଳ ସାଢ଼େ ୮ଟା ସୁଦ୍ଧା ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟର କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧ
ଆଗାମୀ ୨ ଦିନ କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇପାରେ


ଭୁବନେଶ୍ୱର, ୧୯ ଅକ୍ଟୋବର (ହି.ସ.)- ଆଗାମୀ ୨ ଦିନ ତଥା ୨୧ ତାରିଖ ସକାଳ ସାଢ଼େ ୮ଟା ସୁଦ୍ଧା ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟର କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande