କଟକରେ ବି ବାଣଫୁଟା ପାଇଁ ୨ ଘଣ୍ଟା ଅନୁମତି
ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.) - ଭୁବନେଶ୍ବର ଭଳି କଟକରେ ବି ବାଣଫୁଟା ପାଇଁ ୨ ଘଣ୍ଟା ଅନୁମତି ଦିଆଯାଇଛି । ସଂଧ୍ୟା ୭ରୁ ରାତି ୯ଟା ଯାଏଁ ୨ ଘଣ୍ଟା ବାଣଫୁଟା ଅନୁମତି ମିଳିଛି । ଏନେଇ ସୂଚନା ଦେଇଛନ୍ତି କଟକ ଡିସିପି ରିଷିକେଶ ଖିଲାରି । ପୋଲିସର ନଜର ରହିବ, ଖିଲା
କଟକରେ ବି ବାଣଫୁଟା ପାଇଁ ୨     ଘଣ୍ଟା ଅନୁମତି


ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.)

- ଭୁବନେଶ୍ବର ଭଳି

କଟକରେ ବି ବାଣଫୁଟା ପାଇଁ ୨ ଘଣ୍ଟା ଅନୁମତି ଦିଆଯାଇଛି । ସଂଧ୍ୟା ୭ରୁ ରାତି ୯ଟା ଯାଏଁ ୨

ଘଣ୍ଟା ବାଣଫୁଟା ଅନୁମତି ମିଳିଛି । ଏନେଇ ସୂଚନା ଦେଇଛନ୍ତି କଟକ ଡିସିପି ରିଷିକେଶ ଖିଲାରି । ପୋଲିସର

ନଜର ରହିବ, ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିସିପି କହିଛନ୍ତି । କାଳୀପୂଜା

ଥିବାରୁ ବିଭିନ୍ନ ପୂଜା ମଣ୍ଡପ ଓ ସମ୍ବେଦନଶୀଳ ସ୍ଥାନରେ ପୋଲିସ ମୁତୟନ କରାଯିବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande