ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 02 ଅକ୍ଟୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତରତ୍ନ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ର
ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 02 ଅକ୍ଟୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତରତ୍ନ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ତାଙ୍କରି ନେତୃତ୍ଵରେ ହିଁ ଦେଶରେ 'ଶ୍ବେତ ବିପ୍ଳବ' ଓ 'ସବୁଜ ବିପ୍ଳବ' ଆରମ୍ଭ ହୋଇଥିଲା । ସ୍ଵଦେଶୀ ବିଚାର, ସରଳ ଜୀବନ ଶୈଳୀ ମାଧ୍ୟମରେ ଦେଶରେ ଶାନ୍ତି, ମୈତ୍ରୀ ପ୍ରତିଷ୍ଠା କରିବାରେ ତାଙ୍କର ଯୋଗଦାନ ଅବିସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande