'ମହାତ୍ମା ଗାନ୍ଧୀ'ଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 02 ଅକ୍ଟୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ''ମହାତ୍ମା ଗାନ୍ଧୀ''ଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ସତ୍ୟ ଓ ଅହିଂସାର ପ୍ରତୀକ ''ମହାତ୍ମା ଗାନ୍ଧୀ''ଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ପ୍ରଣାମ। ତାଙ୍କ ପ୍ରଦର୍ଶିତ ସ୍ୱ
'ମହାତ୍ମା ଗାନ୍ଧୀ'ଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 02 ଅକ୍ଟୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ 'ମହାତ୍ମା ଗାନ୍ଧୀ'ଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ସତ୍ୟ ଓ ଅହିଂସାର ପ୍ରତୀକ 'ମହାତ୍ମା ଗାନ୍ଧୀ'ଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ପ୍ରଣାମ। ତାଙ୍କ ପ୍ରଦର୍ଶିତ ସ୍ୱଦେଶୀ ଓ ଆତ୍ମନିର୍ଭରତାର ମାର୍ଗ ଆଜି ବିକଶିତ ଭାରତର ମୂଳମନ୍ତ୍ର ସାଜିଛି। ତାଙ୍କ ଆଦର୍ଶ ସର୍ବଦା ଆମ ପାଇଁ ପ୍ରେରଣା ହୋଇ ରହିବ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande