'ବିଜୟା ଦଶମୀ' ତଥା 'ଦଶହରା' ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 02 ଅକ୍ଟୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ''ବିଜୟା ଦଶମୀ'' ତଥା ''ଦଶହରା'' ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆ ପୋଷ୍ଟରେ ନିଜ ବାର୍ତାରେ ଲେଖିଛନ୍ତି,ଅସତ୍ୟ ଉପରେ ସତ୍ୟର ବିଜୟ, ଅଧର୍ମ ଉପରେ ଧର୍ମର ବିଜୟ ଏବଂ ଅନ୍ୟାୟ ଉପରେ ନ୍ୟ
'ବିଜୟା ଦଶମୀ' ତଥା 'ଦଶହରା' ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 02 ଅକ୍ଟୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ 'ବିଜୟା ଦଶମୀ' ତଥା 'ଦଶହରା' ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆ ପୋଷ୍ଟରେ ନିଜ ବାର୍ତାରେ ଲେଖିଛନ୍ତି,ଅସତ୍ୟ ଉପରେ ସତ୍ୟର ବିଜୟ, ଅଧର୍ମ ଉପରେ ଧର୍ମର ବିଜୟ ଏବଂ ଅନ୍ୟାୟ ଉପରେ ନ୍ୟାୟର ବିଜୟର ମହାପର୍ବ ପବିତ୍ର 'ବିଜୟା ଦଶମୀ' ତଥା 'ଦଶହରା' ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଜଗଜ୍ଜନନୀ, ଦୁର୍ଗତି ନାଶିନୀ, ମା’ଦୁର୍ଗା ଆପଣଙ୍କୁ ସୁଖ, ସମୃଦ୍ଧି ଓ ଶାନ୍ତି ପ୍ରଦାନ କରିବା ସହ ଜଗତର କଲ୍ୟାଣ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande