ବିଜୟାଦଶମୀରେ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 02 ଅକ୍ଚୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ବିଜୟାଦଶମୀ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଅସତ୍ୟ ଉପରେ ସତ୍ୟର ବିଜୟ, ଅଧର୍ମ ଉପରେ ଧର୍ମର ବିଜୟ ଏବଂ ଅନ୍ୟାୟ ଉପରେ ନ୍ୟାୟର ବିଜୟର ମହାପର୍ବ ପବିତ୍ର ''ବିଜୟା ଦଶମ
ବିଜୟାଦଶମୀରେ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 02 ଅକ୍ଚୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ବିଜୟାଦଶମୀ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଅସତ୍ୟ ଉପରେ ସତ୍ୟର ବିଜୟ, ଅଧର୍ମ ଉପରେ ଧର୍ମର ବିଜୟ ଏବଂ ଅନ୍ୟାୟ ଉପରେ ନ୍ୟାୟର ବିଜୟର ମହାପର୍ବ ପବିତ୍ର 'ବିଜୟା ଦଶମୀ' ତଥା 'ଦଶହରା' ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଜଗଜ୍ଜନନୀ, ଦୁର୍ଗତି ନାଶିନୀ, ମା’ଦୁର୍ଗା ଆପଣଙ୍କୁ ସୁଖ, ସମୃଦ୍ଧି ଓ ଶାନ୍ତି ପ୍ରଦାନ କରିବା ସହ ଜଗତର କଲ୍ୟାଣ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande