ପବିତ୍ର ଦଶହରା ଓ ବିଜୟାଦଶମୀର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 2 ଅକ୍ଟୋବର (ହି.ସ.)- ପବିତ୍ର ଦଶହରା ଓ ବିଜୟାଦଶମୀର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଦଶହରା ଓ ବିଜୟାଦଶମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭ
ପବିତ୍ର ଦଶହରା ଓ ବିଜୟାଦଶମୀର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 2 ଅକ୍ଟୋବର (ହି.ସ.)- ପବିତ୍ର ଦଶହରା ଓ ବିଜୟାଦଶମୀର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର

ଦଶହରା ଓ ବିଜୟାଦଶମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମା'ଙ୍କ ଅପାର କରୁଣାରୁ

ସମସ୍ତଙ୍କ ଜୀବନ ସୁଖ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ଏତିକି ପ୍ରାର୍ଥନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande