ପବିତ୍ର ଦଶହରାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 2 ଅକ୍ଟୋବର (ହି.ସ.)- ପବିତ୍ର ଦଶହରାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ଦଶହରାର ସଭିଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ। ଅସତ୍ୟ ଉପରେ ସତ୍ୟର ବିଜୟ ହେଉ। ସଭିଙ୍କ ଜୀବନ ସୁଖ ଓ ସମୃଦ୍
ପବିତ୍ର ଦଶହରାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 2 ଅକ୍ଟୋବର (ହି.ସ.)- ପବିତ୍ର ଦଶହରାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ଦଶହରାର ସଭିଙ୍କୁ ଶୁଭେଚ୍ଛା ଓ

ଅଭିନନ୍ଦନ। ଅସତ୍ୟ ଉପରେ ସତ୍ୟର ବିଜୟ ହେଉ। ସଭିଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande