ଭୁବନେଶ୍ୱର, 20 ଅକ୍ଟୋବର (ହି.ସ.) ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଦୀପାବଳୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଆଲୋକର ପର୍ବ ଦୀପାବଳି ଉପଲକ୍ଷେ ସଭିଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଆନନ୍ଦ ଓ ଉଲ୍ଲାସର ଏହି ଅବସର ସଭିଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ