ଆଲୋକର ପର୍ବ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 20 ଅକ୍ଟୋବର (ହି.ସ.)- ଆଲୋକର ପର୍ବ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆନନ୍ଦ ଓ ଆଲୋକର ପର୍ବ ଦୀପାବଳି ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭ
ଆଲୋକର ପର୍ବ ଦୀପାବଳିର     ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 20 ଅକ୍ଟୋବର (ହି.ସ.)- ଆଲୋକର ପର୍ବ

ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆନନ୍ଦ ଓ ଆଲୋକର ପର୍ବ ଦୀପାବଳି ଅବସରରେ ସମସ୍ତଙ୍କୁ

ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ।

ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ଦୀପାବଳି ଆପଣମାନଙ୍କ ଜୀବନରେ ଜ୍ଞାନର ଆଲୋକ ଭରିଦେଇ ସୁଖ, ଶାନ୍ତି ଓ ସମୃଦ୍ଧି ଆଣୁ , ମା'ଙ୍କ ନିକଟରେ ଏହା ହିଁ ମୋର ପ୍ରାର୍ଥନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande