
ଭୁବନେଶ୍ୱର, 20 ଅକ୍ଟୋବର (ହି.ସ.)- ପବିତ୍ର
ଦୀପାବଳିର ଶୁଭକାମନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ
ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଦୀପାବଳି ଉପଲକ୍ଷେ ସମସ୍ତଙ୍କୁ
ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା । ଏହି ଆଲୋକର ପର୍ବ ସମସ୍ତଙ୍କ ଜୀବନରୁ ଅନ୍ଧକାର ଦୂର କରି
ଅସୀମ ଖୁସି ଓ ସମୃଦ୍ଧି ଆଣିଦେଉ, ଏହା ମା'ଙ୍କ ପାଖରେ ପ୍ରାର୍ଥନା ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା