ଭୁବନେଶ୍ୱର , ୨୦ ଅକ୍ଟୋବର (ହି.ସ.) - ପବିତ୍ର ଦୀପାବଳି ଓ କାଳୀ ପୂଜା ଅବସରରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ଏକ୍ସରେ ଶ୍ରୀମତୀ ପରିଡା ଲେଖିଛନ୍ତି ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି ଓ କାଳୀପୂଜା ଅବସରରେ ସାଢ଼େ ଚାରିକୋଟି ଓଡ଼ିଆ ଏବଂ ବିଶ୍ୱବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଅଭିନନ୍ଦନ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା