ରାଷ୍ଟ୍ରପତିଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ନୂଆଦିଲ୍ଲୀ, 20 ଅକ୍ଟୋବର (ହି.ସ.)- ରାଷ୍ଟ୍ରପତିଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ କୁହାଯାଇଛି ଯେ, ଆଜି ରାଷ୍ଟ୍ରପତି ଭବନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସପରିବାର ରାଷ୍ଟ
ରାଷ୍ଟ୍ରପତିଙ୍କୁ ଦୀପାବଳିର     ଶୁଭେଚ୍ଛା ଜଣାଇଲେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ


ନୂଆଦିଲ୍ଲୀ, 20 ଅକ୍ଟୋବର (ହି.ସ.)- ରାଷ୍ଟ୍ରପତିଙ୍କୁ

ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏନେଇ

ରାଷ୍ଟ୍ରପତି ଭବନ ପକ୍ଷରୁ କୁହାଯାଇଛି ଯେ, ଆଜି ରାଷ୍ଟ୍ରପତି ଭବନରେ ପୂର୍ବତନ ରାଷ୍ଟ୍ରପତି

ରାମନାଥ କୋବିନ୍ଦ ସପରିବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି ଏବଂ

ତାଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande