ଭୁବନେଶ୍ୱର, ୨୧ ଅକ୍ଟୋବର (ହି.ସ.)- ଆଗାମୀ ୭ ଦିନ ରାଜ୍ୟରେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ
21 Oct 2025
ଭୁବନେଶ୍ୱର, ୨୧ ଅକ୍ଟୋବର (ହି.ସ.)- ଆଗାମୀ ୨ ଦିନ ଅର୍ଥାତ ୨୩ ତାରିଖ ସକାଳ ସାଢ଼େ ୮ଟା ସୁଦ୍ଧା ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟର ସୁନ୍ଦରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ..
ଭୁବନେଶ୍ୱର, ୨୧ ଅକ୍ଟୋବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ..
Bhubaneswar, 21 ଅକ୍ଟୋବର (ହି.ସ.) ଜୟପୁର, ବନବାସୀ କଲ୍ୟାଣ ଆଶ୍ରମ ଓଡ଼ିଶା ତରଫରୁ ରମେଶ ଚନ୍ଦ୍ର ମେମୋରିଆଲ ଚାରିଟେବୁଲ୍ ଟ୍ରଷ୍ଟ ନୂ ଆ ଦିଲ୍ଲୀ ସହଯୋଗରେ କୋରାପୁଟ ଜିଲ୍ଲାର କୁନ୍ଦୁରା ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ର ଗୁଡା ଏବଂ ବୈପାରୀଗୁଡ଼ା ବ୍ଲକ ଅନ୍ତର୍ଗତ ନନ୍ଦନମାଳ ଗ୍ରାମରେ କମ୍ବଳ ବଣ୍ଟନ..
ବଲାଙ୍ଗୀର, ୨୧ ଅକ୍ଟୋବର(ହି.ସ.) – ଉତର ପ୍ରଦେଶର ନୈମିଷାରଣ୍ୟ ଠାରେ ବଲାଙ୍ଗୀର, ସୋନପୁର ଓ ବରଗଡ ଜିଲ୍ଲାର ଶତାଧିକ ଶ୍ରଦ୍ଧାଳୁ ଗତ ୬ ତାରିଖରୁ ସାମାଜିକ କର୍ମୀ ଶ୍ରୀକର ମିଶ୍ର ଓ ତାଙ୍କ ସହଧର୍ମିଣୀ ସୁଲୋଚନା ମିଶ୍ରଙ୍କ ନେତୃତ୍ୱରେ ଯାଇ ସେଠାରେ ସପ୍ତାହ ବ୍ୟାପି ଭାଗବତ ପାରାୟଣ ଉତ୍ସବ ପାଳନ କରିଥିଲେ..
Copyright © 2017-2024. All Rights Reserved Hindusthan Samachar News Agency
Powered by Sangraha