ମାନେଶ୍ବର ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି
ମାନେଶ୍ବର ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି
ମାନେଶ୍ବର ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି


ସମ୍ବଲପୁର, ୨୭ ଅକ୍ଟୋବର (ହି.ସ.) ମାନେଶ୍ବର ବ୍ଲକ କାର୍ଯ୍ୟାଳୟ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି | ଉକ୍ତ ଅଭିଯୋଗ ଶୁଣାଣି ଠାରେ ମୋଟ ୫୩ ଟି ଆବେଦନ ଗ୍ରହଣ କରାଯାଇଥିଲା ଯେଉଁଥିରୁ ୩୯ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୧୪ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା । ଜନ ଅଭିଯୋଗ ଶୁଣାଣୀ ଠାରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ସୁଧାଂଶୁ କୁମାର ଭୋଇ ଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ଶୈଳେଶ


 rajesh pande