ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବାକୁ ମତ୍ସ୍ୟଜିବୀଙ୍କୁ ବାରଣ
ଭୁବନେଶ୍ୱର, ୨୭ ଅକ୍ଟୋବର (ହି.ସ.)- ସମ୍ଭାବ୍ୟ ବାତ୍ୟା ମୋନ୍ଥା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିପାରେ । ଏଣୁ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଦକ୍ଷିଣପଶ୍ଚିମ ତତ୍‌ସଂଲଗ୍ନ କେନ୍ଦ୍ରିୟ ବଙ୍ଗୋପସାଗର, ଓଡ଼ିଶା ଉପକୂଳ ଓ ବାହାରକୁ ମାଛ ଧରିବାକୁ ଯିବାକୁ ମତ୍ସ୍ୟଜିବୀଙ୍କୁ ବାରଣ କରାଯାଇଛି । ସେହିପରି ୨୮ରୁ
ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବାକୁ ମତ୍ସ୍ୟଜିବୀଙ୍କୁ ବାରଣ


ଭୁବନେଶ୍ୱର, ୨୭ ଅକ୍ଟୋବର (ହି.ସ.)- ସମ୍ଭାବ୍ୟ ବାତ୍ୟା ମୋନ୍ଥା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିପାରେ । ଏଣୁ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଦକ୍ଷିଣପଶ୍ଚିମ ତତ୍‌ସଂଲଗ୍ନ କେନ୍ଦ୍ରିୟ ବଙ୍ଗୋପସାଗର, ଓଡ଼ିଶା ଉପକୂଳ ଓ ବାହାରକୁ ମାଛ ଧରିବାକୁ ଯିବାକୁ ମତ୍ସ୍ୟଜିବୀଙ୍କୁ ବାରଣ କରାଯାଇଛି । ସେହିପରି ୨୮ରୁ ୨୯ ତାରିଖ ପଶ୍ଚିମବଙ୍ଗ ଉପକୂଳ ଓ ବାହାରକୁ ମାଛ ଧରିବାକୁ ଯିବାକୁ ମତ୍ସ୍ୟଜିବୀଙ୍କୁ ବାରଣ କରାଯାଇଛି । ଏପରିକି ଯେଉଁମାନେ ମାଛ ଧରିବାକୁ ସମୁଦ୍ରକୁ ଯାଇଛନ୍ତି ସେମାନେ ତୁରନ୍ତ ଫେରି ଆସିବାକୁ କୁହାଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande